• Want to Promote Your Business? Advertise With Us Today! 📞 Call Now: +91-9337223204
  • kjnbfnbwejfbcojhbwvf

11 Nov 2026, Wed

ଅଶାନ୍ତ ହେଲା ରାଜଧାନୀ। ଫୁଟିଲା ବୋମା ହେଲେ ୫ ଗୁରୁତର। ଘଟଣାସ୍ଥଳରେ ଦୁଇଟି ଅଗ୍ନିଶମ ଗାଡ଼ି ପହଞ୍ଚିବା ସହ ଭୁବନେଶ୍ବର ଡିସିପି ପହଞ୍ଚି ଆରମ୍ଭ କରିଛନ୍ତି ତଦନ୍ତ। ଭୁବନେଶ୍ୱର ସୁନ୍ଦରପଦା ନିୟୁ ଆଜାଦ୍ ନଗରରେ ବୋମା ବିସ୍ଫୋରଣ ହୋଇଛି । ଛାତ ଉପରେ ହେଲା ବିସ୍ଫୋରଣ ।

ବୋମା ଭିଡ଼ିବା ବେଳେ ହେଲା ବିସ୍ଫୋରଣ। ବୋମା ବିସ୍ଫୋରଣରେ ୫ଜଣ ଆହତ ହୋଇଥିବା ଜଣାପଡ଼ିଛି । ଆହତଙ୍କ ମଧ୍ୟରୁ ତିନିଜଣ ମହିଳା ରହିଛନ୍ତି । ଘଟଣା ସ୍ଥଳରେ ଏୟାରଫିଲ୍ଡ ଥାନା ପୋଲିସ ପହଞ୍ଚି ତଦନ୍ତ କରୁଛି । ଏଖବର ସ୍ଥାନୀୟ ଅଞ୍ଚଳରେ ଭୟ ସୃଷ୍ଟି କରିଛି। ଦିନକୁ ଦିନ ରାଜଧାନୀ ଭୁବନେଶ୍ୱର ଅଶାନ୍ତ ହୋଇପଡୁଛି।

Leave a Reply

Your email address will not be published. Required fields are marked *