• Want to Promote Your Business? Advertise With Us Today! 📞 Call Now: +91-9337223204
  • kjnbfnbwejfbcojhbwvf

11 Nov 2026, Wed

ହାଇକୋର୍ଟରେ PUCC ସମ୍ପର୍କିତ ଜନସ୍ବାର୍ଥ ମାମାଲା ଖାରଜ । ବକେୟା ଚାଲାଣ ପୈଠ ନ କଲେ ମିଳିବନି PUCC । ରାଜ୍ୟ ସରକାରଙ୍କ ତରଫରୁ ଆଡଭୋକେଟ ଜେନେରାଲ ପୀତାମ୍ବର ଆଚାର୍ଯ୍ୟଙ୍କ ବଳିଷ୍ଠ ଯୁକ୍ତି ଉପସ୍ଥାପନ ପରେ ହାଇକୋର୍ଟ ଦେଇଛନ୍ତି ଗୁରୁତ୍ବପୂର୍ଣ୍ଣ ରାୟ । PUCC କରିବାକୁ ହେଲେ ଚାଲାଣ ପୈଠ କରିବାକୁ ବାଧ୍ୟ ବୋଲି ହାଇକୋର୍ଟ କହିଛନ୍ତି।

ମୋଟର ଯାନ ଆଇନ ଧାରା ୧୬୭, ଉପଧାରା ୧୨ ଅନୁଯାୟୀ ବକେୟା ଚାଲାଣ ଥିଲେ PUCC ଆବଦେନ ହୋଇପାରିବ ନାହିଁ । ଏହା ସହିତ ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ । ସରକାରଙ୍କ ପକ୍ଷରୁ ଆଡଭୋକେଟ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ ମାମଲା ଯୁକ୍ତି ଉପସ୍ଥାପନ କରୁଥିଲେ।

Leave a Reply

Your email address will not be published. Required fields are marked *