ଓଡ଼ିଶା ଜୁନ୍ ୨ରୁ ମନ୍ତ୍ରୀଙ୍କ ରିପୋର୍ଟ କାର୍ଡ ସମୀକ୍ଷା Rosalini May 31, 2026 ଆଗାମୀ ଜୁନ୍ ୧୨ ତାରିଖରେ ରାଜ୍ୟ ସରକାରଙ୍କର ୨ ବର୍ଷ ପୂର୍ତ୍ତି ପାଳନ କରାଯିବ। ଏଥିପାଇଁ ଉଭୟ ରାଜ୍ୟ ଓ...